Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍ ଓ ଅବୀରାମ ଓ ପେଲତର ପୁତ୍ର ଓନ୍, ଦଳ ବାନ୍ଧିଲେ;

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ୍ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;

Gade chapit la Kopi

ପବିତ୍ର ବାଇବଲ

1 ଲେବୀର ଏକ ବଂଶଧର କୋରହ, କୋରହ ଯି‌ଷ୍‌ହରର ପୁତ୍ର, ତା'ର ପିତା କହାତ ଏବଂ ରୁବେ‌ନ୍‌ର ତିନି ଜଣ ମଧ୍ୟରୁ ଦାଥନ ଓ ଅବୀରାମ, ଇଲିୟାବର ଦୁଇ ପୁତ୍ର ପେଲତର ପୁତ୍ର ଓନ୍।

Gade chapit la Kopi




ଗଣନା ପୁସ୍ତକ 16:1
11 Referans Kwoze  

ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ଆଉ ରୁବେନର ପୁତ୍ର ଇଲୀୟାବର ସନ୍ତାନ ଦାଥନ୍ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ଵୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକି ଗ୍ରାସ କଲା, ଏ ସମସ୍ତ ସେମାନେ ଦେଖି ନାହାନ୍ତି;


ଯିଷ୍ହରର ସନ୍ତାନ କୋରହ ଓ ନେଫଗ ଓ ସିଖ୍ରି।


ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।


ପୁଣି କହାତର ସନ୍ତାନ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ୍ ବର୍ଷ ବୟସ ହୋଇଥିଲା।


ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁ ଅଟୁ।


ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।


ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା।


Swiv nou:

Piblisite


Piblisite