Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:12 - ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଯିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମ୍‍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବାକୁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।

Gade chapit la Kopi




ଗଣନା ପୁସ୍ତକ 16:12
7 Referans Kwoze  

ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।


ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ଵାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ଵାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନର ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।


ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।


ଅନନ୍ତର ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍ ଓ ଅବୀରାମ ଓ ପେଲତର ପୁତ୍ର ଓନ୍, ଦଳ ବାନ୍ଧିଲେ;


ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


Swiv nou:

Piblisite


Piblisite