ଗଣନା ପୁସ୍ତକ 16:16 - ପବିତ୍ର ବାଇବଲ (Re-edited) - (BSI)16 ତେବେ ମୋଶା କୋରହକୁ କହିଲେ, କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ତଳୀ, ତୁମ୍ଭେ ଓ ସେମାନେ, ପୁଣି ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Gade chapit laଓଡିଆ ବାଇବେଲ16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ; Gade chapit laପବିତ୍ର ବାଇବଲ16 ତା'ପରେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସେଠାରେ କାଲି ରହିବା ଉଚିତ୍। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।