ଗଣନା ପୁସ୍ତକ 16:9 - ପବିତ୍ର ବାଇବଲ (Re-edited) - (BSI)9 ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି, Gade chapit laଓଡିଆ ବାଇବେଲ9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, Gade chapit laପବିତ୍ର ବାଇବଲ9 ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କୁ ଇସ୍ରାଏଲ ମଣ୍ତଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିୟୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ଯଥେଷ୍ଟ ନୁହଁ କି? Gade chapit la |
ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।