Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 17:12 - ପବିତ୍ର ବାଇବଲ (Re-edited) - (BSI)

12 ଏଥି ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ଇସ୍ରାଏଲର ଲୋକମାନେ ମୋଶାଙ୍କୁ କହିଲେ, “ଆମ୍ଭେ ଜାଣୁ ଆମ୍ଭେମାନେ ମରିବୁ। ଆମ୍ଭେମାନେ ବିନଷ୍ଟ ହୋଇଅଛୁ, ଆମ୍ଭେମାନେ ବିନଷ୍ଟ ହେବୁ।

Gade chapit la Kopi




ଗଣନା ପୁସ୍ତକ 17:12
8 Referans Kwoze  

ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ଵା ତାହାଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳା; ହୁଅ ନାହିଁ;


କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ତେବେ ମୁଁ କହିଲି, ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି।


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।


ତଥାପି କୋରହର ସନ୍ତାନମାନେ ମଲେ ନାହିଁ।


ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।


ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ଵର ନିୟମ ହେବ; କାରଣ ସେ ଆପଣା ପରମେଶ୍ଵରଙ୍କ ପକ୍ଷରେ ଅନ୍ତର୍ଜ୍ଵାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।


Swiv nou:

Piblisite


Piblisite