Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 17:3 - ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।

Gade chapit la Kopi

ପବିତ୍ର ବାଇବଲ

3 ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ।

Gade chapit la Kopi




ଗଣନା ପୁସ୍ତକ 17:3
10 Referans Kwoze  

ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ଵନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ଵ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ଵ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ତ ହେବ।


ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ଵ-ପଦଘଟିତ ଅପରାଧ ବହିବ।


ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା ; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।


ଆଉ ସମାଗମ-ତମ୍ଵୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେସବୁ ରଖିବ।


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୁଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଖଣ୍ତେ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ-ବଂଶର ଯଷ୍ଟି;


ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା,ସେମାନେ ଚିହ୍ନ ସ୍ଵରୂପ ହେଲେ।


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟକୁ ମୋତେ ପଠାଇ କହିଲ, ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ;


Swiv nou:

Piblisite


Piblisite