Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 17:4 - ପବିତ୍ର ବାଇବଲ (Re-edited) - (BSI)

4 ଆଉ ସମାଗମ-ତମ୍ଵୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେସବୁ ରଖିବ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।

Gade chapit la Kopi

ପବିତ୍ର ବାଇବଲ

4 ସମାଗମ-ତମ୍ବୁର ପବିତ୍ର ସିନ୍ଦୁକ ସମ୍ମୁଖରେ ଏହିସବୁ ଆଶାବାଡ଼ି ସେହିଠାରେ ରଖ, ଯେଉଁ ସ୍ଥାନରେ ମୁଁ ତୁମ୍ଭ ସହିତ ଦେଖା କରେ।

Gade chapit la Kopi




ଗଣନା ପୁସ୍ତକ 17:4
7 Referans Kwoze  

ତହୁଁ ମୋଶା ସାକ୍ଷ୍ୟତମ୍ଵୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।


ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ଵୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।


ପୁଣି ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ।


ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ଵରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।


Swiv nou:

Piblisite


Piblisite