Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:4 - ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ଵୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ତୁମ୍ଭ ସହିତ ଯୋଗ ଦେଇ ତୁମ୍ଭର ସମସ୍ତ ସେବାକର୍ମ ସହିତ ସମାଗମ-ତମ୍ବୁର ରକ୍ଷଣୀୟ ଦାୟିତ୍ୱ ନେବେ। ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 18:4
10 Referans Kwoze  

ପୁଣି ବୈଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ବଧ କଲେ। ଲୋକମାନଙ୍କ ମଧ୍ୟରୁ ସତୁରି ଜଣ, ଅର୍ଥାତ୍, ହଜାରକେ ପଚାଶ ଜଣ ବଧ କଲେ; ପୁଣି ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।


ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ଵ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ତ ହେବ।


ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ।


ପୁଣି ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।


ପୁଣି ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।


ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ।


ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା।


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।


ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ଵୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।


Swiv nou:

Piblisite


Piblisite