Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:6 - ପବିତ୍ର ବାଇବଲ (Re-edited) - (BSI)

6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ଵୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ଆଉ ଆମ୍ଭେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭ ଭ୍ରାତୃଗଣ ଲେବୀମାନଙ୍କୁ ଗ୍ରହଣ କରିଅଛୁ। ସେମାନେ ଯେପରି ସଦାପ୍ରଭୁଙ୍କର ଓ ସମାଗମ-ତମ୍ବୁର ସେବା କରି ପାରିବେ, ସେମାନେ ତୁମ୍ଭଙ୍କୁ ଉପହାର ସ୍ୱରୂପ ଦେଲେ।

Gade chapit la Kopi




ଗଣନା ପୁସ୍ତକ 18:6
14 Referans Kwoze  

ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।


ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।


ଏହେତୁ ସେମାନଙ୍କୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା।


କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ଵେଷଣ କରି ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା।


ଯେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟ ସନ୍ତାନକୁ ଭୟ କରୁଅଛ,


ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ଵାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।


ଆଉ ଦେଖ, ଆମ୍ଭେ ଦାନବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କଲୁ; ପୁଣି ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଲୁନ୍ତଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଲୁ, ତାହାସବୁ ସେମାନେ ନିର୍ମାଣ କରିବେ।


ପୁଣି ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ ଓ ରଥ ଓ ଅଶ୍ଵାରୂଢ଼ ଲୋକମାନଙ୍କ ଦ୍ଵାରା ସମ୍ଭ୍ରମ ପ୍ରାପ୍ତ ହେବା।


ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,


ପୁଣି ଆକାଶତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ, କରିବେ।


ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।


କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।


Swiv nou:

Piblisite


Piblisite