Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:10 - ପବିତ୍ର ବାଇବଲ (Re-edited) - (BSI)

10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ଵଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍‍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ

10 “ରୁବେନ୍ ବିଭାଗର ଛାଉଣିର ଧ୍ୱଜା ଦକ୍ଷିଣ ଦିଗକୁ ରହିବ। ଶଦେୟରର ପୁତ୍ର ଇଲୀଷୂର ରୁବେନ୍ ଗୋଷ୍ଠୀର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 2:10
8 Referans Kwoze  

ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି : ଯଥା, ରୁବେନ୍ ବଂଶର; ଶଦେୟରର ପୁତ୍ର ଇଲୀଷୂର।


ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶର୍ଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଗଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।


ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।


ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।


ଚତୁର୍ଥ ଦିନ ରୁବେନ-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;


ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।


ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।


Swiv nou:

Piblisite


Piblisite