Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:12 - ପବିତ୍ର ବାଇବଲ (Re-edited) - (BSI)

12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ

12 “ରୁବେ‌ନ୍‌ର ଗୋଷ୍ଠୀ ଛାଉଣି ପାଖରେ ଶିମିୟୋନ ପରିବାରବର୍ଗ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମିୟୋନ ଲୋକମାନଙ୍କର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 2:12
6 Referans Kwoze  

ଶିମୀୟୋନ ବଂଶର ସୂରୀସଦ୍ଦୟର ପୁତ୍ର ଶଲୁମୀୟେଲ୍।


ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।


ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।


ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;


ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।


ତାହାର ଗଣିତ ସୈନ୍ୟସଂଖ୍ୟା ଊଣଷଠି ହଜାର ତିନି ଶହ।


Swiv nou:

Piblisite


Piblisite