Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:14 - ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ଗାଦର ବଂଶ ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

14 ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ

14 “ରୁବେ‌ନ୍‌ର ଲୋକମାନଙ୍କ ଛାଉଣି ପାଖରେ ଗାଦ୍ ଗୋଷ୍ଠୀ ଛାଉଣି ସ୍ଥାପିତ ହେବ। ରୂୟେଲର ପୁତ୍ର ଇଲୀୟାସଫ ଗାଦ୍ ଲୋକମାନଙ୍କର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 2:14
6 Referans Kwoze  

ଷଷ୍ଠ ଦିନ ଗାଦ-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା;


ଗାଦ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍।


ଆଉ ଦ୍ୟୁୟେଲର ପୁତ୍ର ଇଲୀୟାସଫ୍ ଗାଦ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।


ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫର ଉପହାର।


ତାହାର ଗଣିତ ସୈନ୍ୟସଂଖ୍ୟା ଊଣଷଠି ହଜାର ତିନି ଶହ।


ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।


Swiv nou:

Piblisite


Piblisite