Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:22 - ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ବିନ୍ୟାମିନ ବଂଶ; ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ

22 “ବିନ୍ୟାମୀନ ଗୋଷ୍ଠୀ ଇଫ୍ରୟିମ ଗୋଷ୍ଠୀ ଭୟରେ ଛାଉଣି ସ୍ଥାପନ କରିବେ। ପୁଣି ଗିଦିୟୋନିର ପୁତ୍ର ଅବୀନାସ ବିନ୍ୟାମୀନ ଲୋକମାନଙ୍କର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 2:22
7 Referans Kwoze  

ବିନ୍ୟାମିନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍।


କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନ୍ର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।


ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।


ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର।


ନବମ ଦିନ ବିନ୍ୟାମିନ-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍ ଆଣିଲା;


ତାହାର ଗଣିତ ସୈନ୍ୟସଂଖ୍ୟା ବତିଶ ହଜାର ଦୁଇ ଶହ।


ତାହାର ଗଣିତ ସୈନ୍ୟସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।


Swiv nou:

Piblisite


Piblisite