Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:25 - ପବିତ୍ର ବାଇବଲ (Re-edited) - (BSI)

25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ-ଛାଉଣିର ଧ୍ଵଜା ରହିବ; ପୁଣି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେସର ଦାନ-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଓଡିଆ ବାଇବେଲ

25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;

Gade chapit la Kopi

ପବିତ୍ର ବାଇବଲ

25 “ଦାନ ବିଭାଗର ଛାଉଣିର ଧ୍ୱଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ ସନ୍ତାନଗଣର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 2:25
7 Referans Kwoze  

ଦାନ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।


ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।


ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।


ଦଶମ ଦିନ ଦାନ-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;


ଦାନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ତାହାର ଗଣିତ ସୈନ୍ୟସଂଖ୍ୟା ବାଷଠି ହଜାର ସାତ ଶହ।


ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।


Swiv nou:

Piblisite


Piblisite