Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 2:34 - ପବିତ୍ର ବାଇବଲ (Re-edited) - (BSI)

34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ଵଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।

Gade chapit la Kopi

ଓଡିଆ ବାଇବେଲ

34 ଏହିରୂପେ ଇସ୍ରାଏଲ ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।

Gade chapit la Kopi

ପବିତ୍ର ବାଇବଲ

34 ମୋଶାଙ୍କୁ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ଇସ୍ରାଏଲର ଲୋକମାନେ ସେ ସମସ୍ତ କଲେ। ସେମାନେ ନିଜ ନିଜ ବଂଶ ନିକଟରେ ନିଜ ନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।

Gade chapit la Kopi




ଗଣନା ପୁସ୍ତକ 2:34
15 Referans Kwoze  

ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ବିଧି ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ଵରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ତହିଁରେ ବିଲୀୟମ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି ପରମେଶ୍ଵରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।


ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ଵର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି ରାଜାର ଜୟଧ୍ଵନି ସେମାନଙ୍କ ମଧ୍ୟରେ ଅଛି।


ଏହିରୂପେ ଇସ୍ରାଏଲ ସନ୍ତାନଗଣର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।


ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ଵରୂପ ଧ୍ଵଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ଵୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।


ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।


ଇତ୍ୟାଦି ଯେ ଯେ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।


ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ।


ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।


ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।


Swiv nou:

Piblisite


Piblisite