Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:8 - ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ଯଷ୍ଟି ନିଅ, ପୁଣି ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ତଳୀକି ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ତଳୀକି ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।

Gade chapit la Kopi

ଓଡିଆ ବାଇବେଲ

8 “ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”

Gade chapit la Kopi

ପବିତ୍ର ବାଇବଲ

8 “ତୁମ୍ଭେ ଆଶାବାଡ଼ି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭେମାନେ ସେମାନଙ୍କ ସମ୍ମୁଖରେ ସେହି ଶୈଳକୁ ଜଳ ଦେବା ପାଇଁ ଆଜ୍ଞା ଦିଅ। ତହିଁରେ ସେହି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସେମାନଙ୍କର ପଶୁଗଣଙ୍କୁ ଜଳ ପାନ କରାଇବ।”

Gade chapit la Kopi




ଗଣନା ପୁସ୍ତକ 20:8
31 Referans Kwoze  

ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ଵାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ। ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;


ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ଵଳ, ପୁଣି ଈଶ୍ଵର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକଚିତ୍ତରେ ପ୍ରାର୍ଥନାରେ ନିବିଷ୍ଟ ହୋଇ ରହିଲେ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ଵର୍ଗରୁ ଦାନ କରନ୍ତି, ସେ ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏହି ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ତାହାହେଲେ ତାହା ଘଟିବ।


ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।


ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ।


ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।


ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା।


ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ଵର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲ।


ଏରୂପେ ଲୋକମାନେ ଜୟଧ୍ଵନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ଵନି ଶୁଣି ମହାଜୟଧ୍ଵନିରେ ଜୟଧ୍ଵନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।


ଏଥିରେ ଯେତେବେଳେ ସେମାନେ ମହାଶଦ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ଵନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶଦ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ଵନିରେ ଜୟଧ୍ଵନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।


ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକ-ମାନଙ୍କର କୁଳୀନମାନେ ରାଜଦଣ୍ତ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”


ପୁଣି ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ)।”


ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି ମଣ୍ତଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।


ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; କାଲି ମୁଁ ଆପଣା ହସ୍ତରେ ପରମେଶ୍ଵରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଛିଡ଼ା ହେବି।


ପୁଣି ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀଜଳ ରକ୍ତ ହୋଇଗଲା।


ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି ସେ ଆପଣା ହସ୍ତରେ ପରମେଶ୍ଵରଙ୍କର ସେହି ଯଷ୍ଟି ନେଲେ।


ତେବେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ହସ୍ତରେ ସେଇଟା କʼଣ? ସେ କହିଲେ, ଯଷ୍ଟି।


ସଦାପ୍ରଭୁଙ୍କ ଆଶ୍ଚର୍ଯ୍ୟ କେଉଁ କର୍ମ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେସମୟକୁ ସାରାର (କୋଳରେ) ପୁତ୍ର ଥିବ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite