Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:3 - ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ବର୍ଜନୀୟ ରୂପେ ବିନାଶ କଲେ, ପୁଣି ସେହି ସ୍ଥାନର ନାମ ହର୍ମା (ବର୍ଜିତ) ହେଲା।

Gade chapit la Kopi

ଓଡିଆ ବାଇବେଲ

3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।

Gade chapit la Kopi

ପବିତ୍ର ବାଇବଲ

3 ତହୁଁ ସଦାପ୍ରଭୁ ସେମାନଙ୍କ ପ୍ରାର୍ଥନା ଶୁଣିଲେ, ସେ କିଣାନୀୟମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ସମସ୍ତ ନଗର ବର୍ଜ୍ଜନୀୟ ରୂପେ ବିନାଶ ହେଲା। ତେଣୁ ସେହି ସ୍ଥାନର ନାମ ହର୍ମା ହେଲା।

Gade chapit la Kopi




ଗଣନା ପୁସ୍ତକ 21:3
11 Referans Kwoze  

ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।


ଏନିମନ୍ତେ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ଦେଲେ ଓ ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।


ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;


ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଲୋକ-ମାନଙ୍କର ଯେ ଯେ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ଵାସଧାରୀ କାହାରିକି ସଜୀବ ରଖିବ ନାହିଁ।


ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆଘାତ କରି; ସେହି ନଗରକୁ ବର୍ଜିତ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।


ହର୍ମାର ରାଜା, ଏକ; ଅରାଦର ରାଜା, ଏକ;


ଇଲତୋଲଦ୍ ଓ କସୀଲ ଓ ହର୍ମା


ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।


Swiv nou:

Piblisite


Piblisite