Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ଇସ୍ରାଏଲର ଲୋକମାନେ ମୋୟାବର ଯର୍ଦ୍ଦନର ସମତଳ ଭୂମିକୁ ଯାତ୍ରା କଲେ। ସେମାନେ ଯର୍ଦ୍ଦନ ନିକଟସ୍ଥ ଯିରୀହୋଠାରେ ସେମାନଙ୍କର ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 22:1
14 Referans Kwoze  

ଊର୍ଦ୍ଧ୍ଵରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ୍ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲାନ୍ତପୁଣି ପଦା-ଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।


ଅନନ୍ତର ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;


ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ୍-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।


ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।


ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ଵାରା ଇସ୍ରାଏଲ-ସନ୍ତାନଗଣ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।


ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।


ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।


ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।


ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,


ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;


ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର ଓ ଇଲୀୟାସର ଯାଜକର ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟକୁ ସେହି ବନ୍ଦୀମାନଙ୍କୁ ଓ ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।


ଅନନ୍ତର ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite