Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:10 - ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ବିଲୀୟମ ପରମେଶ୍ଵରଙ୍କୁ କହିଲା, ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇ ଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋ’ ନିକଟକୁ ଏହା କହି ପଠାଇ ଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

10 ବିଲିୟମ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସି‌ପ୍‌ପୋରର ପୁତ୍ର ବାଲାକ୍ ମୋ’ ନିକଟକୁ ଏକ ବାର୍ତ୍ତା ପଠାଇଅଛନ୍ତି।

Gade chapit la Kopi




ଗଣନା ପୁସ୍ତକ 22:10
3 Referans Kwoze  

ଏଉତ୍ତାରେ ପରମେଶ୍ଵର ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?


ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ପୃଥବୀର ମୁଖ ଆଚ୍ଛନ୍ନ କରୁଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।


ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି ଓ ରେକମ୍ ଓ ସୂର ଓ ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଟରେ ବଧ କଲେ।


Swiv nou:

Piblisite


Piblisite