Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:2 - ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ବାଲାକ ବିଲୀୟମର କଥାନୁସାରେ କଲେ; ପୁଣି ବାଲାକ ଓ ବିଲୀୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ

2 ବାଲାକ୍ ବିଲିୟମର କଥା ଅନୁସାରେ କଲେ, ପୁଣି ବାଲାକ୍ ଓ ବିଲିୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi




ଗଣନା ପୁସ୍ତକ 23:2
6 Referans Kwoze  

ତହୁଁ ବାଲାକ ବିଲୀୟମର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ଅନନ୍ତର ବିଲୀୟମ ବାଲାକଙ୍କୁ କହିଲା, ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।


ତହୁଁ ବିଲୀୟମ ବାଲାକଙ୍କୁ କହିଲା, ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି; କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି। ପୁଣି ସେ ଏକ ଉଚ୍ଚ ସ୍ଥାନକୁ ଗଲା।


ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।


ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।


Swiv nou:

Piblisite


Piblisite