Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:3 - ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ବିଲୀୟମ ବାଲାକଙ୍କୁ କହିଲା, ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି; କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି। ପୁଣି ସେ ଏକ ଉଚ୍ଚ ସ୍ଥାନକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

3 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

3 ତହୁଁ ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ। ମୁଁ ଅନ୍ୟ ଏକ ସ୍ଥାନକୁ ଯିବି। କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ। ଆଉ ସେ ଯାହା ନିର୍ଦ୍ଦେଶ ଦେବେ, ତାହା ହିଁ ତୁମ୍ଭକୁ କହିବି।” ଏଣୁ ସେ ଏକ ଉଚ୍ଚସ୍ଥାନକୁ ଗଲେ।

Gade chapit la Kopi




ଗଣନା ପୁସ୍ତକ 23:3
16 Referans Kwoze  

ତହୁଁ ସେ ବାଲାକଙ୍କୁ କହିଲା, ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସହିତ ସାକ୍ଷାତ୍ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।


ଅନନ୍ତର ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀ ୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।


ଅନନ୍ତର ସଦାପ୍ରଭୁ ସମାଗମ-ତମ୍ଵୁରୁ ମୋଶାଙ୍କୁ ଡାକି କହିଲେ,


ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।


ସେତେବେଳେ ସେ କହିଲେ, ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ଵିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।


ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ଅନନ୍ତର ମୋଶାଙ୍କ ଶ୍ଵଶୁର ଯିଥ୍ରୋ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ଵରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ଵଶୁର ସଙ୍ଗରେ ଭୋଜନ କଲେ।


ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା,


ତହିଁରେ ବାଲାକ ବିଲୀୟମର କଥାନୁସାରେ କଲେ; ପୁଣି ବାଲାକ ଓ ବିଲୀୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ସେତେବେଳେ ପରମେଶ୍ଵର ବିଲିୟମକୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।


ତହିଁରେ ସେ ଉତ୍ତର ଦେଇ କହିଲା, ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍ ନୁହେଁ?


ତହିଁରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କୁ କହିଲା, ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?


ମାତ୍ର ଆମ୍ଭେ ବିଲୀୟମର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।


Swiv nou:

Piblisite


Piblisite