Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:4 - ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ପରମେଶ୍ଵର ବିଲିୟମକୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।

Gade chapit la Kopi

ଓଡିଆ ବାଇବେଲ

4 ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ବିଲିୟମକୁ ସାକ୍ଷାତ କଲେ। ତହିଁରେ ବିଲିୟମ ସଦାପ୍ରଭୁଙ୍କୁ କହିଲେ, “ମୁଁ ସାତୋଟି ଯଜ୍ଞବେଦି ନିର୍ମାଣ କରିଅଛି ଓ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଷଣ୍ଢ ଓ ଏକ ଅଣ୍ତିରା ମେଷ ବଳିଦାନ କରିଅଛି।”

Gade chapit la Kopi




ଗଣନା ପୁସ୍ତକ 23:4
12 Referans Kwoze  

ଏଥିରେ ସଦାପ୍ରଭୁ ବିଲୀୟମ ସହିତ ସାକ୍ଷାତ କଲେ, ପୁଣି ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।


କ୍ରିୟାକର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।


ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆୟର ଦଶମାଂଶ ଦାନ କରିଥାଏ।


ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କିପ୍ରକାର ବ୍ୟବସ୍ଥା ଦ୍ଵାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ଵାରା? ନା, ବିଶ୍ଵାସର ବ୍ୟବସ୍ଥା ଦ୍ଵାରା।


ସେମାନେ ତୁମ୍ଭମାନଙ୍କୁ ସମାଜଚ୍ୟୁତ କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେକେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ଏହି ଶେଷର ଲୋକମାନେ ଘଣ୍ଟାଏମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳିପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।


ଅନନ୍ତର ବିଲୀୟମ ବାଲାକଙ୍କୁ କହିଲା, ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।


ଏଥିରେ ପରମେଶ୍ଵର ରାତ୍ରିରେ ବିଲୀୟମ ନିକଟକୁ ଆସି କହିଲେ, ଯେବେ ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଂଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।


ଏଉତ୍ତାରେ ପରମେଶ୍ଵର ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?


ତହୁଁ ବିଲୀୟମ ବାଲାକଙ୍କୁ କହିଲା, ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି; କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି। ପୁଣି ସେ ଏକ ଉଚ୍ଚ ସ୍ଥାନକୁ ଗଲା।


ସେତେବେଳେ ସଦାପ୍ରଭୁ ବିଲୀୟମର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି ତାହାକୁ ଏରୂପ କୁହ।


Swiv nou:

Piblisite


Piblisite