Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:11 - ପବିତ୍ର ବାଇବଲ (Re-edited) - (BSI)

11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

11 ଏଣୁ ତୁମ୍ଭେ ଆପଣା ସ୍ଥାନକୁ ଯାଅ। ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଗ୍ଭର ଥିଲା। ମାତ୍ର ସଦାପ୍ରଭୁ ତୁମ୍ଭକୁ ସମ୍ମାନ ପାଇବାରୁ ବଞ୍ଚିତ କଲେ।”

Gade chapit la Kopi




ଗଣନା ପୁସ୍ତକ 24:11
10 Referans Kwoze  

କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଶାପ ଦିଅ।


ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯନିରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତା; ଅସମର୍ଥ?


ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,


କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ।


ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥରଯାକ ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।


ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?


Swiv nou:

Piblisite


Piblisite