Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:11 - ପବିତ୍ର ବାଇବଲ (Re-edited) - (BSI)

11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ କୋରହର ଅନ୍ୟ ପରିବାର ଅନ୍ୟ ଲୋକମାନେ ହତ ହେଲେ ନାହିଁ।

Gade chapit la Kopi




ଗଣନା ପୁସ୍ତକ 26:11
19 Referans Kwoze  

ପୁଣି କୋରହର ସନ୍ତାନ ଅସୀର ଓ ଇଲ୍‍କାନା ଓ ଅବୀୟାସଫ୍; ଏମାନେ କୋରହର ବଂଶ।


ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,


ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ।


ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର।


ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ।


ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।


ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ତ ଭୋଗ କରିବ।


ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।


ପୁଣି ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି ସେ ତାହାକୁ ଆପଣା ନିକଟକୁ ଅଣାଇବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଅଣାଇବେ।


ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି।


ଏଥିରେ ସେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ; ପୁଣି ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ଵୁଦ୍ଵାରରେ ଠିଆ ହୋଇ ରହିଲେ।


ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ପରିଜନଗଣକୁ ଓ କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।


ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନଠାରୁ ଯାମୀନୀୟ ବଂଶ; ଯାଖୀନଠାରୁ ଯାଖୀନୀୟ ବଂଶ;


ଆଉ ରୁବେନର ପୁତ୍ର ଇଲୀୟାବର ସନ୍ତାନ ଦାଥନ୍ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ଵୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକି ଗ୍ରାସ କଲା, ଏ ସମସ୍ତ ସେମାନେ ଦେଖି ନାହାନ୍ତି;


ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା।


ଏହି ଶଲ୍ଲୁମ୍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ଵୁଦ୍ଵାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶସ୍ଥାନର ରକ୍ଷକ ଥିଲେ।


Swiv nou:

Piblisite


Piblisite