Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:12 - ପବିତ୍ର ବାଇବଲ (Re-edited) - (BSI)

12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନଠାରୁ ଯାମୀନୀୟ ବଂଶ; ଯାଖୀନଠାରୁ ଯାଖୀନୀୟ ବଂଶ;

Gade chapit la Kopi

ଓଡିଆ ବାଇବେଲ

12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;

Gade chapit la Kopi

ପବିତ୍ର ବାଇବଲ

12 ଏହି ପୁରୁଷମାନେ ହେଲେ ଶିମିୟୋନର ପରିବାରବର୍ଗ। ନମୂୟେଲଠାରୁ ନମୂୟେଲୀୟ ଗୋଷ୍ଠୀ ଏବଂ ଯାମୀନଠାରୁ ଯାମୀନୀୟ ଗୋଷ୍ଠୀ ଏବଂ ଯାଖୀନଠାରୁ ଯାଖୀନୀୟ ଗୋଷ୍ଠୀ।

Gade chapit la Kopi




ଗଣନା ପୁସ୍ତକ 26:12
8 Referans Kwoze  

ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍, ଯାରୀବ୍, ସେରହ, ଶୌଲ୍;


ପୁଣି ଶିମୀୟୋନର ପୁତ୍ର ଯିମୂୟେଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ।


ଶିମୀୟୋନର ପୁତ୍ର ଯିମୁଏଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।


ଆହୁରି ସେ ମନ୍ଦିରର ବରଣ୍ତାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା।


ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;


ତଥାପି କୋରହର ସନ୍ତାନମାନେ ମଲେ ନାହିଁ।


ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।


ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ।


Swiv nou:

Piblisite


Piblisite