Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:21 - ପବିତ୍ର ବାଇବଲ (Re-edited) - (BSI)

21 ପୁଣି ପେରସର ଏହି ସକଳ ସନ୍ତାନ; ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ

21 ଏହି ସକଳ ସନ୍ତାନଗଣ ହେଲେ ପେରସ ଗୋଷ୍ଠୀ: ହିଷ୍ରୋଣଠାରୁ ହିଷ୍ରୋଣୀୟ ଗୋଷ୍ଠୀ; ହାମୂଲଠାରୁ ହାମୂଲୀୟ ଗୋଷ୍ଠୀ।

Gade chapit la Kopi




ଗଣନା ପୁସ୍ତକ 26:21
7 Referans Kwoze  

ଯିହୁଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,


ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମ୍ମୀୟ ବଂଶ।


ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।


ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।


ଯିହୁଦାର ପୁତ୍ର ଏର୍ ଓ ଓଜନ ଓ ଶେଲା ଓ ପେରସ୍ ଓ ସେରହ; ମାତ୍ର ଏର୍ ଓ ଓନନ୍ କିଣାନ ଦେଶରେ ମରିଥିଲେ। ପେରସ୍ର ପୁତ୍ର ହିଷ୍ରୋନ୍ ଓ ହାମୂଲ।


ଏମାନେ ରୁବେନର ବଂଶ; ପୁଣି ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।


ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ୍।


Swiv nou:

Piblisite


Piblisite