Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:4 - ପବିତ୍ର ବାଇବଲ (Re-edited) - (BSI)

4 ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।

Gade chapit la Kopi

ଓଡିଆ ବାଇବେଲ

4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”

Gade chapit la Kopi

ପବିତ୍ର ବାଇବଲ

4 “ସେମାନେ କହିଲେ, ଯେଉଁ ପୁରୁଷମାନେ କୋଡ଼ିଏ ବର୍ଷ କିମ୍ବା ଅଧିକ ତୁମ୍ଭେ ସେହି ସମସ୍ତଙ୍କୁ ଗଣନା କର, ଠିକ୍ ଯେପରି ସଦାପ୍ରଭୁ ମୋଶାଙ୍କୁ ଆଦେଶ କରିଥିଲେ, ଯେତେବେଳେ ଲୋକମାନେ ମିଶରଠାରୁ ବାହାରି ଆସିଲେ।”

Gade chapit la Kopi




ଗଣନା ପୁସ୍ତକ 26:4
6 Referans Kwoze  

ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,


ଅନନ୍ତର ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।


ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।


ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,


ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;


ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟ-ଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


Swiv nou:

Piblisite


Piblisite