Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:5 - ପବିତ୍ର ବାଇବଲ (Re-edited) - (BSI)

5 ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;

Gade chapit la Kopi

ଓଡିଆ ବାଇବେଲ

5 ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;

Gade chapit la Kopi

ପବିତ୍ର ବାଇବଲ

5 ରୁବେନ୍ ଇସ୍ରାଏଲର ପ୍ରଥମ ପୁତ୍ର। ରୁବେ‌ନ୍‌ର ପୁତ୍ରଗଣ ଓ ଗୋଷ୍ଠୀଗୁଡ଼ିକ ହେଲେ, ହନୋକରୁ ହନୋକ ଗୋଷ୍ଠୀ ଓ ପଲ୍ଲୂଠାରୁ ପଲ୍ଲୂ ଗୋଷ୍ଠୀ ଥିଲେ।

Gade chapit la Kopi




ଗଣନା ପୁସ୍ତକ 26:5
11 Referans Kwoze  

ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମୀ।


ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶର୍ଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଗଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।


ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ।


ଏଣୁକରି ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ଵାମୀ ମୋତେ ଭଲ ପାଇବେ।


ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।


ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମ୍ମୀୟ ବଂଶ।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାର ବିଲହା ନାମ୍ନୀ ଉପପନିୀ ସଙ୍ଗରେ ଶୟନ କଲା, ପୁଣି ଇସ୍ରାଏଲ ତାହା ଶୁଣିଲେ।


ଯାକୁବଙ୍କର ଦ୍ଵାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର୍ ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;


Swiv nou:

Piblisite


Piblisite