Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:7 - ପବିତ୍ର ବାଇବଲ (Re-edited) - (BSI)

7 ଏମାନେ ରୁବେନର ବଂଶ; ପୁଣି ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।

Gade chapit la Kopi

ଓଡିଆ ବାଇବେଲ

7 ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।

Gade chapit la Kopi

ପବିତ୍ର ବାଇବଲ

7 ଏମାନେ ହେଲେ ରୁବେ‌ନ୍‌ର ପରିବାରବର୍ଗ, ଗଣନା ପରେ ଏମାନଙ୍କର ସଂଖ୍ୟା ହେଲା 43,730

Gade chapit la Kopi




ଗଣନା ପୁସ୍ତକ 26:7
7 Referans Kwoze  

ପୁଣି ପେରସର ଏହି ସକଳ ସନ୍ତାନ; ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।


ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,


ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।


ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।


ରୁବେନର ପୁତ୍ର ହନୋକ୍ ଓ ପଲ୍ଲୁ ଓ ହିଷ୍ରୋନ୍ ଓ କର୍ମି।


ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମ୍ମୀୟ ବଂଶ।


ପଲ୍ଲୂର ସନ୍ତାନ ଇଲୀୟାବ।


Swiv nou:

Piblisite


Piblisite