Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:12 - ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।

Gade chapit la Kopi

ପବିତ୍ର ବାଇବଲ

12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯର୍ଦ୍ଦନ ନଦୀର ପୂର୍ବରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛୁ ତାହା ନିରୀକ୍ଷଣ କର।

Gade chapit la Kopi




ଗଣନା ପୁସ୍ତକ 27:12
7 Referans Kwoze  

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭ ମରଣ ଦିନ ଆସି ପହୁଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି ଦୁହେଁ ସମାଗମ-ତମ୍ଵୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା। ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ଵୁରେ ଠିଆ ହେଲେ।


ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।


ପୁଣି ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା।


Swiv nou:

Piblisite


Piblisite