Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:3 - ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

3 “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

3 “ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ୟୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ୟୁବରଣ କଲେ। ସେହିମାନଙ୍କ ମଧ୍ୟରୁ ଜଣେ ନ ଥିଲେ, ଯେଉଁମାନେ କୋରହ ଦଳରେ ସଦାପ୍ରଭୁଙ୍କ ବିରୁଦ୍ଧରେ ନେତୃତ୍ୱ ନେଇଥିଲେ। ତାଙ୍କର ପୁତ୍ର ନ ଥିଲା।

Gade chapit la Kopi




ଗଣନା ପୁସ୍ତକ 27:3
16 Referans Kwoze  

ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


ଆମ୍ଭେ ସଦାପ୍ରଭୁ ଏହା କହିଲୁ, ଆମ୍ଭ ବିପରୀତରେ ଏକମେଳି ହୋଇଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ଏହି ପ୍ରାନ୍ତରରେ ସେମାନେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ।


ଅତଏବ, ଯେପରି ଜଣେ ଲୋକ ଦ୍ଵାରା ପାପ ଓ ପାପ ଦ୍ଵାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହିପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ, - ପ୍ର.କରି. ୧୫:୨୧ ଆଦି. ୨:୧୭ ଅରୋମୀ. ୩:୨୩


ତେଣୁ ତୁମ୍ଭେମାନେ ଯେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ଵାସ ନ କଲେ ଆପଣା ଆପଣା ପାପରେ ମରିବ।


ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁଯ।


ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍‍କା ଓ ତିର୍ସା।


ଯେଉଁମାନେ କୋରହର କଥା ହେତୁରୁ ମରିଥିଲେ, ସେମାନଙ୍କ ଛଡ଼ା ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।


ପୁଣି କୋରହ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ତଳୀକି ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି ଅଧିପତିଗଣ ଓ ସମସ୍ତ ମଣ୍ତଳୀର ସମ୍ମୁଖରେ ସମାଗମ-ତମ୍ଵୁ ଦ୍ଵାରରେ ଠିଆ ହୋଇ କହିଲେ,


ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କି ହେତୁ ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।


Swiv nou:

Piblisite


Piblisite