Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:1 - ପବିତ୍ର ବାଇବଲ (Re-edited) - (BSI)

1 ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi

ଓଡିଆ ବାଇବେଲ

1 ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେଉଁ ଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହି ଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi

ପବିତ୍ର ବାଇବଲ

1 ସେହି ଦିନ ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କ ସଙ୍ଗେ କଥା ହେଲେ, ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi




ଗଣନା ପୁସ୍ତକ 3:1
11 Referans Kwoze  

ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା ; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ


ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।


ଅନନ୍ତର ସଦାପ୍ରଭୁ ସୀନୟ-ପର୍ବତରେ ମୋଶାଙ୍କୁ କହିଲେ,


ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।


ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା।


ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।


ଆଦମଙ୍କର ବଂଶାବଳୀର ବୃତ୍ତା; ଏହି। ଯେଉଁ ଦିନ ପରମେଶ୍ଵର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ଵରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;


ସୃଷ୍ଟିକାଳରେ ଆକାଶମଣ୍ତଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ଵର ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କଲେ,


ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ଵଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।


Swiv nou:

Piblisite


Piblisite