Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:16 - ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ମୋଶା ଆଜ୍ଞାପ୍ରମାଣେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।

Gade chapit la Kopi




ଗଣନା ପୁସ୍ତକ 3:16
11 Referans Kwoze  

ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।


ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।


ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।


ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ଵାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ଵାରା ସେମାନେ ଗଣିତ ହେଲେ।


ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।


ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।


ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ଵନ୍ଧୀୟ ସମସ୍ତ କର୍ମ କରିବେ; ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।


ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।


ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ଓ ପାଥେୟ ଦ୍ରବ୍ୟ ଦେଲେ।


ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ଗଣନା କରିବ।


ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ୍ ଓ କହାତ୍ ଓ ମରାରି।


Swiv nou:

Piblisite


Piblisite