Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:18 - ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଆପଣା ଆପଣା ବଂଶାନୁସାରେ ଗେର୍ଶୋନ୍ର ସନ୍ତାନମାନଙ୍କ ନାମ ଲିବ୍ନି ଓ ଶିମୀୟି।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।

Gade chapit la Kopi

ପବିତ୍ର ବାଇବଲ

18 ଗେର୍ଶୋନ ପରିବାରବର୍ଗର ନାମ ଲି‌ବ୍‌ନି ଓ ଶିମିୟି।

Gade chapit la Kopi




ଗଣନା ପୁସ୍ତକ 3:18
12 Referans Kwoze  

ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି।


ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;


ଗେର୍ଶୋନଠାରୁ ଲିବ୍ନି ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।


ପୁଣି ଆପଣା ଆପଣା ବଂଶାନୁସାରେ କହାତ୍ର ସନ୍ତାନମାନଙ୍କ ନାମ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ।


ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା।


ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;


ଲେବୀ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ଶିମୀୟିର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ;


Swiv nou:

Piblisite


Piblisite