Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:2 - ପବିତ୍ର ବାଇବଲ (Re-edited) - (BSI)

2 ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।

Gade chapit la Kopi

ଓଡିଆ ବାଇବେଲ

2 ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।

Gade chapit la Kopi

ପବିତ୍ର ବାଇବଲ

2 ହାରୋଣଙ୍କର ଗ୍ଭରିପୁତ୍ର ମଧ୍ୟରେ ପ୍ରଥମଜାତ ନାଦବ, ତା'ପରେ ଅବୀହୂ, ଇଲିୟାସର ଓ ଈଥାମର।

Gade chapit la Kopi




ଗଣନା ପୁସ୍ତକ 3:2
8 Referans Kwoze  

ପୁଣି ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ ଓ ଅବୀହୂ ଓ ଇଲୀୟାସର ଓ ଈଥାମରକୁା ପ୍ରସବ କଲା।


ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି ଇଲୀୟାସର ଓ ଈଥାମର ଜନ୍ମିଲେ।


ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ଓ ଇଲୀୟାସର ଓ ଈଥାମର।


ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ, ତାହା ସଙ୍ଗେ ତାହାର ପୁତ୍ରଗଣକୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାଜରଓ ଈଥାମରକୁ ଆପଣା ନିକଟକୁ ଆଣିବ।


ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।


ଅନନ୍ତର ମୋଶା ହାରୋଣଙ୍କୁ ଓ ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ-ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ଯେହେତୁ ତାହା ମହାପବିତ୍ର;


ମାତ୍ର ନାଦବ୍ ଓ ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।


Swiv nou:

Piblisite


Piblisite