Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:3 - ପବିତ୍ର ବାଇବଲ (Re-edited) - (BSI)

3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକକର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।

Gade chapit la Kopi

ଓଡିଆ ବାଇବେଲ

3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।

Gade chapit la Kopi

ପବିତ୍ର ବାଇବଲ

3 ଏହା ହେଉଛି ହାରୋଣଙ୍କର ପୁତ୍ରମାନଙ୍କର ନାମ, ଯେଉଁମାନେ ଯାଜକରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକତ୍ୱ ପଦ କରିବା ପାଇଁ ନିଯୁକ୍ତ କରିଥିଲେ।

Gade chapit la Kopi




ଗଣନା ପୁସ୍ତକ 3:3
10 Referans Kwoze  

ପୁଣି ତୁମ୍ଭ ଭ୍ରାତା ହାରୋଣର ଓ ତାହାର ପୁତ୍ରଗଣର ଦେହରେ ତାହା ସବୁ ପରିଧାନ କରାଇବ; ପୁଣି ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ।


ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେନ୍ତଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।


ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।


ଯେଣୁ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନ; କାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ।


ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ।


ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।


ମାତ୍ର ନାଦବ୍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏହେତୁରୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।


ପୁଣି ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ୍, କହାତ୍ ଓ ମରାରି।


Swiv nou:

Piblisite


Piblisite