Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:4 - ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ନାଦବ୍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏହେତୁରୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ

4 ମାତ୍ର ନାଦବ ଓ ଅବୀହୂ ସୀନୟ ପ୍ରାନ୍ତରରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ୟାଗ କଲେ। ସେମାନଙ୍କର ପୁତ୍ର ନ ଥିଲା; ଏଣୁ ଇଲିୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତିରେ ଯାଜକକର୍ମ କଲେ।

Gade chapit la Kopi




ଗଣନା ପୁସ୍ତକ 3:4
7 Referans Kwoze  

ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହୁଁ ତୁମ୍ଭେମାନେ ସେହି ଗାଭୀକି ଇଲୀୟାସର ଯାଜକକୁ ଦେବ, ପୁଣି ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।


ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ।


ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।


ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ଓ ଇଲୀୟାସର ଓ ଈଥାମର।


Swiv nou:

Piblisite


Piblisite