Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:7 - ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ତଳୀର ରକ୍ଷଣୀୟ ରକ୍ଷା କରିବେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।

Gade chapit la Kopi

ପବିତ୍ର ବାଇବଲ

7 ସେମାନଙ୍କର ସମାଗମ-ତମ୍ବୁ ନିକଟରେ ରକ୍ଷକ ହେବେ। ସମଗ୍ର ଇସ୍ରାଏଲ ସମାଜ ପାଇଁ ସେମାନେ ମଧ୍ୟ ପବିତ୍ର ଛାଉଣିରେ କାର୍ଯ୍ୟ କରିବେ।

Gade chapit la Kopi




ଗଣନା ପୁସ୍ତକ 3:7
13 Referans Kwoze  

ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।


ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କରିବେ; ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।


ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।


ଦାଉଦ ରାଜା ଓ ପିତୃବଂଶପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।


ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।


ପୁଣି ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ଵରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।


ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ।


ପୁଣି ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ଵାବଧାନ କରିବ।


ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନଯାଏ ସମାଗମ-ତମ୍ଵୁଦ୍ଵାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।


ପୁଣି ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।


Swiv nou:

Piblisite


Piblisite