Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:12 - ପବିତ୍ର ବାଇବଲ (Re-edited) - (BSI)

12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’

Gade chapit la Kopi

ପବିତ୍ର ବାଇବଲ

12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ସେହି ଭୂମି ଦେଖିବେ; କାରଣ ସେମାନେ ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ଅଟନ୍ତି!’

Gade chapit la Kopi




ଗଣନା ପୁସ୍ତକ 32:12
8 Referans Kwoze  

କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ; ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।


ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ହସ୍ତ ଉଠାଇଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ତୁମ୍ଭେମାନେ ପ୍ରବେଶ କରିବ ନାହିଁ।


ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।


କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।


ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ଵରୂପ କର୍ମ ଦେଖିଲେ ହେଁ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।


Swiv nou:

Piblisite


Piblisite