Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:8 - ପବିତ୍ର ବାଇବଲ (Re-edited) - (BSI)

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।

Gade chapit la Kopi




ଗଣନା ପୁସ୍ତକ 32:8
6 Referans Kwoze  

ପୁଣି ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ କହିଲେ, ଆହା, ଆମ୍ଭେମାନେ ଯେବେ ମିସର ଦେଶରେ ମରିଥାʼନ୍ତୁଣ! ଆହା, ଆମ୍ଭେମାନେ ଯେବେ ଏହି ପ୍ରାନ୍ତରରେ ମରିଥାʼନ୍ତୁ !


ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।


ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।


Swiv nou:

Piblisite


Piblisite