Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 4:1
6 Referans Kwoze  

ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ।


ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।


ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ- ସନ୍ତାନଗଣମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ


ତଥାପି ସେମାନେ ଗୃହର ଦ୍ଵାରସକଳର ଦ୍ଵାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।


ଲେବୀର ପୁତ୍ର ଗେର୍ଶୋନ୍ ଓ କହାତ୍ ଓ ମରାରି।


ଆଉ ଦେଖ, ଆମ୍ଭେ ଦାନବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କଲୁ; ପୁଣି ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଲୁନ୍ତଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଲୁ, ତାହାସବୁ ସେମାନେ ନିର୍ମାଣ କରିବେ।


Swiv nou:

Piblisite


Piblisite