Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:19 - ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।

Gade chapit la Kopi

ପବିତ୍ର ବାଇବଲ

19 ମାତ୍ର ସେମାନେ ମହାପବିତ୍ର ସ୍ଥାନରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲାବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରକୁ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।

Gade chapit la Kopi




ଗଣନା ପୁସ୍ତକ 4:19
6 Referans Kwoze  

ଏହିରୂପେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ଵୁରେ କହାତ୍-ସନ୍ତାନଗଣର ଭାର ହେବ।


ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ।


ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ୍ ବଂଶୀୟ ଗୋଷ୍ଠୀକି ଉଚ୍ଛିନ୍ନ କର ନାହିଁ !


ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ଵରଙ୍କ ସିନ୍ଦୁକ ଧରିଲା।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।


ପୁଣି ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।


Swiv nou:

Piblisite


Piblisite