Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:23 - ପବିତ୍ର ବାଇବଲ (Re-edited) - (BSI)

23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।

Gade chapit la Kopi

ଓଡିଆ ବାଇବେଲ

23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।

Gade chapit la Kopi

ପବିତ୍ର ବାଇବଲ

23 ଯେଉଁମାନେ ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ମଧ୍ୟରେ ଓ ସମାଗମ-ତମ୍ବୁରେ ସେବା କରି ପାରିବେ, ସେମାନଙ୍କୁ ଗଣନା କର।

Gade chapit la Kopi




ଗଣନା ପୁସ୍ତକ 4:23
18 Referans Kwoze  

ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି;


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।


କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ।


ସତ୍ୟ ବାକ୍ୟରେ, ଈଶ୍ଵରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମ ହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ଵାରା,


କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?


କାରଣ ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲୋକ ଗଣିତ ହେଲେ।


ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।


ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ।


ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;


ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;


ପୁଣି ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;


Swiv nou:

Piblisite


Piblisite