Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:9 - ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ ଓ ତହିଁର ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।

Gade chapit la Kopi

ଓଡିଆ ବାଇବେଲ

9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।

Gade chapit la Kopi

ପବିତ୍ର ବାଇବଲ

9 “ଏହା ପରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୋକର ଦ୍ୱୀପରୁଖା, ତାହାର ପ୍ରଦୀପ, ତାହାର ଅଙ୍ଗାରଧାନୀ ଏବଂ ସମସ୍ତ ତୈଳପାତ୍ରକୁ ଆଚ୍ଛାଦନ କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 4:9
8 Referans Kwoze  

ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ନିଗୂଢ଼ତତ୍ତ୍ଵ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ତଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ତଳୀ ଅଟନ୍ତି।


ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।


କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ।


ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।


ପୁଣି ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।


Swiv nou:

Piblisite


Piblisite