Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:5 - ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

5 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 5:5
3 Referans Kwoze  

କେହି ଯେବେ ସତ୍ୟ ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭ୍ରାନ୍ତିରେ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ତନୀୟ ହୁଏ,


Swiv nou:

Piblisite


Piblisite