Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:3 - ପବିତ୍ର ବାଇବଲ (Re-edited) - (BSI)

3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କି ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ୍ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ତେବେ ସେ ଦ୍ରାକ୍ଷାରସ ଓ ସୁରା ପାନରୁ ନିଜକୁ ପୃଥକ୍ ରଖିବ, ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ। କିମ୍ବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 6:3
15 Referans Kwoze  

ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ସୁରା କେବେ ହେଁ ପାନ କରିବ ନାହିଁ, ପୁଣି ମାତାର ଉଦରରୁ ସୁଦ୍ଧା ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,


ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ,


ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ନାହିଁ।


ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।


ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବ, ସେ ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;


ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ, ପୁଣି ଜୀବିକା ସମ୍ଵନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହିଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;


ଏହିସମସ୍ତ ପୁଣି ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୌଚକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।


ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।


ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ ;


ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, କି ଏପରି ହୋଇ ନାହିଁ?


Swiv nou:

Piblisite


Piblisite