Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:5 - ପବିତ୍ର ବାଇବଲ (Re-edited) - (BSI)

5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।

Gade chapit la Kopi

ଓଡିଆ ବାଇବେଲ

5 ତାହାର ବ୍ରତ ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।

Gade chapit la Kopi

ପବିତ୍ର ବାଇବଲ

5 “ତାହାର ପ୍ରତିଜ୍ଞା ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ତା'ର ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।

Gade chapit la Kopi




ଗଣନା ପୁସ୍ତକ 6:5
9 Referans Kwoze  

ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।


ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋଠୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।


କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।


ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଳେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।


ଏହା ଉତ୍ତାରେ ପାଉଲ ଆହୁରି ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସୁରିଆକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ବ୍ରତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ତନ କରାଇଲେ।


ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।


ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ।


Swiv nou:

Piblisite


Piblisite