Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:6 - ପବିତ୍ର ବାଇବଲ (Re-edited) - (BSI)

6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 “ନାସରୀୟ ପ୍ରତିଜ୍ଞା ପାଳନ ବେଳେ ସେ କୌଣସି ଶବ ନିକଟକୁ ଯିବା ଉଚିତ୍ ନୁହଁ। କାରଣ ସେ ନିଜକୁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କୁ ସମର୍ପଣ କରିଥାଏ।

Gade chapit la Kopi




ଗଣନା ପୁସ୍ତକ 6:6
10 Referans Kwoze  

କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ;


ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ଵରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ଵରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।


Swiv nou:

Piblisite


Piblisite