Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:14 - ପବିତ୍ର ବାଇବଲ (Re-edited) - (BSI)

14 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;

Gade chapit la Kopi

ଓଡିଆ ବାଇବେଲ

14 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;

Gade chapit la Kopi




ଗଣନା ପୁସ୍ତକ 7:14
13 Referans Kwoze  

ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ଵାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚମସ ଓ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।


ଆଉ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ଵାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ଵାରସବୁ ସୁବର୍ଣ୍ଣର ଥିଲା।


ଓ ନିର୍ମଳ ସୁବର୍ଣ୍ଣର ପାତ୍ର ଓ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ; ପୁଣି ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବିଜା କଲେ।


ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ।


ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀଓ ଚମସ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।


ପୁଣି ଦୀପାର୍ଥକ ତୈଳ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,


ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;


Swiv nou:

Piblisite


Piblisite