16 ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂଛାଗ ଉପହାର ଆଣିବ।
ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି-ମୂଳରେ ଢାଳିବ।
ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;